Biblia Todo Logo
Bib sou entènèt

- Piblisite -




ଗୀତସଂହିତା 67:3 - ପବିତ୍ର ବାଇବଲ

3 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ପରମେଶ୍ଵର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

3 ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

Gade chapit la Kopi




ଗୀତସଂହିତା 67:3
8 Referans Kwoze  

କଷ୍ଟ ପାଉଥିବା ଲୋକମାନଙ୍କୁ ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ। ଗରିବ ଏବଂ ଅଭାବବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।


ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।


ଏହି ଫାନ୍ଦରୁ ମୋତେ ଉଦ୍ଧାର କରିବାରେ ସାହାଯ୍ୟ କର। ଯେପରିକି ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେଇ ପାରିବି। ଧାର୍ମିକମାନେ ମୋ’ ସହିତ ପାଳନ କରିବେ, କାରଣ ତୁମ୍ଭେ ମୋର ଯତ୍ନ ନେଲ।


ମୋତେ ବଞ୍ଚିବାକୁ ଦିଅ, ଯେପରିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ। ତୁମ୍ଭର ବ୍ୟବସ୍ଥା ମୋର ସହାୟ ହେଉ।


ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ୟାତ ହେବ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।


ପୁଣି ସଦାପ୍ରଭୁ କହିଲେ, “ତୁମ୍ଭେ ଯାକୁବର ପରିବାରବର୍ଗକୁ ଉ‌‌‌ତ୍‌‌‌ଥାପନ କରିବା ପାଇଁ ଓ ଇସ୍ରାଏଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ। ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ଯେପରି ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ଆମ୍ଭ କୃତ ପରିତ୍ରାଣ ସ୍ୱରୂପ ହେବ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତିସ୍ୱରୂପ କରିବା।”


ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ୟାଗ କରିବେ, ଯେପର୍ଯ୍ୟନ୍ତ ସ୍ତ୍ରୀଲୋକ ତା'ର ସନ୍ତାନ ପ୍ରସବ ନ କରିଛି। ତାହାପରେ ଅବଶିଷ୍ଟ ଭାତୃଗଣ ଇସ୍ରାଏଲର ଲୋକଙ୍କ ନିକଟକୁ ଫେରି ଆସିବେ।


Swiv nou:

Piblisite


Piblisite