ଗୀତସଂହିତା 67:6 - ପବିତ୍ର ବାଇବଲ6 ଭୂମି ତା'ର ଫସଲ ଦିଏ। ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। Gade chapit laଓଡିଆ ବାଇବେଲ6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। Gade chapit la |