Biblia Todo Logo
Bib sou entènèt

- Piblisite -




ଗୀତସଂହିତା 69:2 - ପବିତ୍ର ବାଇବଲ

2 ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ। ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି। ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି। କେବଳ ମୁଁ ବୁଡ଼ିଯିବା ଉପରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।

Gade chapit la Kopi

ଓଡିଆ ବାଇବେଲ

2 ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ’ ଉପର ଦେଇ ଯାଉଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।

Gade chapit la Kopi




ଗୀତସଂହିତା 69:2
11 Referans Kwoze  

ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ। ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ। ସେ ମୋତେ ଟେକି ଧରିଲେ। ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।


ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧ‌କ୍‌କା ଦେଲା, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତା'ର ମୂଳଦୁଆ ପଥର ଉପରେ ରହିଥିଲା।


ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମ‌‌ଲ୍‌‌କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।


ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।


ଦେଖନ୍ତୁ, ଯିହୁଦାର ରାଜଗୃହରେ ଯେତେ ସ୍ତ୍ରୀଲୋକ ଅବଶିଷ୍ଟ ଅଛନ୍ତି, ସେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ଏହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ବନ୍ଧୁମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି, ଆଉ ଏବେ ତୁମ୍ଭର ପାଦ ପଙ୍କରେ ନିମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’


ଏହି କାରଣ ପାଇଁ ଏତେ ଅନ୍ଧକାର ଘଟିଛି ଯେ, ତୁମ୍ଭେ କିଛି ଦେଖି ପାରୁ ନାହଁ, କାହିଁକି ତୁମ୍ଭେ ପ୍ରବଳ ବନ୍ୟାଜଳରେ ଢାଙ୍କି ହୋଇଛ।


ମୁଁ ସମୁଦ୍ରର ତଳ ଦେଶରେ ଥିଲି ଯେଉଁଠାରୁ ପର୍ବତ ଆରମ୍ଭ ହୋଇଛି। ମୁଁ ଭାବିଲି ମୁଁ ଚିରଦିନ ପାଇଁ ସେହି ବନ୍ଦୀଶାଳାରେ ତାଲା ପଡ଼ି ରହିଲି। କିନ୍ତୁ ମୋର ସଦାପ୍ରଭୁ ମୋତେ କବରରୁ ବାହାର କରି ଆଣିଲେ। ହେ ପରମେଶ୍ୱର, ତୁମ୍ଭେ ମୋତେ ପୁନର୍ବାର ଜୀବନ ଦେଲ।


Swiv nou:

Piblisite


Piblisite