ଗୀତସଂହିତା 69:3 - ପବିତ୍ର ବାଇବଲ3 ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି। ମୋର କଣ୍ଠ ଯନ୍ତ୍ରଣା ହେଉଛି। ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି। ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ। Gade chapit laଓଡିଆ ବାଇବେଲ3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ। Gade chapit la |