ଗୀତସଂହିତା 69:9 - ପବିତ୍ର ବାଇବଲ9 ମୋର ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ୱଂସ ହୋଇଛି। ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମୋତେ ବାଧେ। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି। Gade chapit laଓଡିଆ ବାଇବେଲ9 କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି। Gade chapit la |