ଗୀତସଂହିତା 7:1 - ପବିତ୍ର ବାଇବଲ1 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ ମୋʼ ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର; Gade chapit laଓଡିଆ ବାଇବେଲ1 ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, Gade chapit la |
କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।