ଗୀତସଂହିତା 7:2 - ପବିତ୍ର ବାଇବଲ2 ତୁମ୍ଭେ ଯଦି ମୋତେ ସାହାଯ୍ୟ ନ କର ଶେଷରେ ସିଂହ ଦ୍ୱାରା ଧରା ପଡ଼ିଥିବା ପଶୁଟି ପରି ମୋର ଅବସ୍ଥା ହେବ। ମୋତେ ସେମାନେ ବୋହି ନେଇଯିବେ। ସେତେବେଳେ କେହି ମୋତେ ରକ୍ଷା କରିବାକୁ ନ ଥିବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ତ ଖଣ୍ତ କରିବ, ଉଦ୍ଧାର କରିବାକୁ କେହି ନ ଥିବ। Gade chapit laଓଡିଆ ବାଇବେଲ2 ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ। Gade chapit la |