Biblia Todo Logo
Bib sou entènèt

- Piblisite -




ଗୀତସଂହିତା 70:1 - ପବିତ୍ର ବାଇବଲ

1 ହେ ପରମେଶ୍ୱର, ମୋତେ ରକ୍ଷା କର! ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ପରମେଶ୍ଵର, ମୋତେ ଉଦ୍ଧାର କରିବା ପାଇଁ ସତ୍ଵର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ଵର ହୁଅ।

Gade chapit la Kopi

ଓଡିଆ ବାଇବେଲ

1 ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।

Gade chapit la Kopi




ଗୀତସଂହିତା 70:1
6 Referans Kwoze  

ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ। ମୁଁ ମୋର ସାହସ ହରାଇଛି। ମୋ'ଠାରୁ ଦୂରେଇ ଯାଅ ନାହିଁ। ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି।


ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ, ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।


ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ। କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ।


ଆସ ମୋର ପ୍ରାଣ ରକ୍ଷା କର, ଆସ ଓ ମୋର ଶତ୍ରୁମାନଙ୍କଠାରୁ ମୋତେ ବଞ୍ଚାଅ।


Swiv nou:

Piblisite


Piblisite