Biblia Todo Logo
Bib sou entènèt

- Piblisite -




ଗୀତସଂହିତା 70:4 - ପବିତ୍ର ବାଇବଲ

4 ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି, ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି। ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି, ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ପରମେଶ୍ଵର ମହିମାନ୍ଵିତ ହେଉନ୍ତୁ ବୋଲି ନିରନ୍ତର କହୁନ୍ତୁ,

Gade chapit la Kopi

ଓଡିଆ ବାଇବେଲ

4 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, “ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,

Gade chapit la Kopi




ଗୀତସଂହିତା 70:4
8 Referans Kwoze  

ଯେଉଁମାନେ ସଦାପ୍ରଭୁଙ୍କ ଉପରେ ସେମାନଙ୍କର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦୟ ତାଙ୍କୁ ଖୋଜେ, ସେମାନଙ୍କ ପ୍ରତି ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି।


କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି। ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି। ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”


କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ। ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି। କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ। ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”


“ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି, ମୋର ପ୍ରାଣ ମୋର ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ନିଜକୁ ଭୂଷିତ କରେ ଓ କନ୍ୟା ଯେପରି ନିଜକୁ ରତ୍ନରେ ଭୂଷିତା କରେ ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ରରେ ମୋତେ ଆବୃତ କରିଅଛନ୍ତି।


ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।


ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ କାନ୍ଦିବ ଓ ଦୁଃଖିତ ହେବ, କିନ୍ତୁ ଜଗତ ଆନନ୍ଦିତ ହେବ। ତୁମ୍ଭେ ଦୁଃଖୀ ହେବ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦରେ ପରିଣତ ହେବ,


କିନ୍ତୁ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖନ୍ତି, ସେମାନେ ସୁଖରେ ରୁହନ୍ତି ଏବଂ ସେମାନେ ଚିରଦିନ ପାଇଁ ସୁଖରେ ରୁହନ୍ତି। ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସେମାନଙ୍କୁ ଅଧିକ ଶକ୍ତି ପ୍ରଦାନ କର।


Swiv nou:

Piblisite


Piblisite