ଗୀତସଂହିତା 71:11 - ପବିତ୍ର ବାଇବଲ11 ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ। ପରମେଶ୍ୱର ତାଙ୍କୁ ପରିତ୍ୟାଗ କରିଛନ୍ତି। ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ପରମେଶ୍ଵର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ। Gade chapit laଓଡିଆ ବାଇବେଲ11 “ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ। Gade chapit la |