ଗୀତସଂହିତା 71:3 - ପବିତ୍ର ବାଇବଲ3 ମୋର ଦୁର୍ଗ ହୁଅ। ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି। ମୋର ନିରାପଦର ସ୍ଥାନ, ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ଵରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ। Gade chapit laଓଡିଆ ବାଇବେଲ3 ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ। Gade chapit la |