Biblia Todo Logo
Bib sou entènèt

- Piblisite -




ଗୀତସଂହିତା 71:4 - ପବିତ୍ର ବାଇବଲ

4 ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର। ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେ ମୋହର ପରମେଶ୍ଵର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।

Gade chapit la Kopi

ଓଡିଆ ବାଇବେଲ

4 ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।

Gade chapit la Kopi




ଗୀତସଂହିତା 71:4
9 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ଯାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ୟ କର। ତୁମ୍ଭେ ଆପଣା ଖ‌ଡ଼୍‌ଗ ପ୍ରୟୋଗ କରି ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ଉଦ୍ଧାର କର।


ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।”


ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ। ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ। ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।


Swiv nou:

Piblisite


Piblisite