ଗୀତସଂହିତା 71:6 - ପବିତ୍ର ବାଇବଲ6 ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ। Gade chapit laଓଡିଆ ବାଇବେଲ6 ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ। Gade chapit la |