ଗୀତସଂହିତା 72:12 - ପବିତ୍ର ବାଇବଲ12 ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। Gade chapit laଓଡିଆ ବାଇବେଲ12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। Gade chapit la |
ତା'ପରେ ଯୀଶୁ ଯୋହନଙ୍କ ସେହି ଶିଷ୍ୟମାନଙ୍କୁ କହିଲେ, “ଯାଅ ଓ ଏଠାରେ ତୁମ୍ଭେ ଯାହାସବୁ ଦେଖିଲ ଓ ଶୁଣିଲ, ତାହା ଯୋହନଙ୍କୁ ଯାଇ ଜଣାଅ। ଅନ୍ଧମାନେ ଦେଖି ପାରୁଛନ୍ତି, ଛୋଟାମାନେ ଗ୍ଭଲି ପାରୁଛନ୍ତି, କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି, ବଧିରଲୋକ ଶୁଣିପାରୁଛନ୍ତି, ମରିଯାଉଥିବା ଲୋକକୁ ପୁଣି ଜୀବନ ଦିଆଯାଉଛି ଏବଂ ଗରିବ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣେଇ ଦିଆଯାଉଛି।