ଗୀତସଂହିତା 73:1 - ପବିତ୍ର ବାଇବଲ1 ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)1 ପରମେଶ୍ଵର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃ- କରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ଵରୂପ ଅଟନ୍ତି। Gade chapit laଓଡିଆ ବାଇବେଲ1 ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି। Gade chapit la |
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।