Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:10 - ପବିତ୍ର ବାଇବଲ

10 ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି, ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ଵାରା ନିଗିଡ଼ାଯାଏ।

Gade chapit la Kopi

ଓଡିଆ ବାଇବେଲ

10 ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।

Gade chapit la Kopi




ଗୀତସଂହିତା 73:10
1 Referans Kwoze  

ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ।


Swiv nou:

Piblisite


Piblisite