ଗୀତସଂହିତା 73:2 - ପବିତ୍ର ବାଇବଲ2 କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା। ମୋର ବିଶ୍ୱାସ ପ୍ରାୟ ହରାଇଲି। Gade chapit laପବିତ୍ର ବାଇବଲ (Re-edited) - (BSI)2 ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା। Gade chapit laଓଡିଆ ବାଇବେଲ2 ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା। Gade chapit la |
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”