ଗୀତସଂହିତା 73:6 - ପବିତ୍ର ବାଇବଲ6 ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ଵରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ। Gade chapit laଓଡିଆ ବାଇବେଲ6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ। Gade chapit la |
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।