ଗୀତସଂହିତା 74:4 - ପବିତ୍ର ବାଇବଲ4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ। ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ଵଜା ସ୍ଥାପନ କରିଅଛନ୍ତି। Gade chapit laଓଡିଆ ବାଇବେଲ4 ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି। Gade chapit la |
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।