Biblia Todo Logo
Bib sou entènèt

- Piblisite -




ଗୀତସଂହିତା 74:5 - ପବିତ୍ର ବାଇବଲ

5 ଜଙ୍ଗଲରେ କୁହ୍ରାଡ଼ି ବ୍ୟବହାର କରୁଥିବା ଲୋକମାନଙ୍କ ପରି ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ।

Gade chapit la Kopi

ଓଡିଆ ବାଇବେଲ

5 ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖାଗଲେ।

Gade chapit la Kopi




ଗୀତସଂହିତା 74:5
3 Referans Kwoze  

ତାଙ୍କର ମା’ ଦାନ୍ ଗୋଷ୍ଠୀରୁ ଆସିଥିଲେ ଏବଂ ତାଙ୍କ ବାପା ସୋର ସହରରୁ ଆସିଥିଲେ। ତାଙ୍କର ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଲୌହ, ପ୍ରସ୍ତର ଓ କାଠ ଉପରେ କାର୍ଯ୍ୟ କରିବାର ଦକ୍ଷତା ଅଛି ଏବଂ ବାଇଗଣୀ, ଲାଲ୍, ନୀଳ ଓ ଦାମୀ ବସ୍ତ୍ର ଉପରେ ମଧ୍ୟ କାର୍ଯ୍ୟ କରିବାର ଦକ୍ଷତା ଅଛି। ତାଙ୍କୁ ତୁମ୍ଭେ ଯାହାକିଛି ତିଆରି କରିବାକୁ କହିବ, ସେ ତାହା କରି ପାରିବେ। ସେ ତୁମ୍ଭର କାରିଗର ଓ ତୁମ୍ଭ ବାପାଙ୍କ କାରିଗରମାନଙ୍କ ସହ ମିଶି କାର୍ଯ୍ୟ କରିବେ।


ତେଣୁ ଏବେ ମୋ’ ପାଇଁ ଲିବାନୋ‌ନ୍‌ରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକ ପଠାନ୍ତୁ। ମୋର ଲୋକମାନେ ଆପଣଙ୍କ ଲୋକମାନଙ୍କ ସଙ୍ଗରେ ଥିବେ; ପୁଣି ଆପଣଙ୍କ କହିବାନୁସାରେ ମୁଁ ଆପଣଙ୍କ ଲୋକମାନଙ୍କୁ ମୂଲ ଦେବି; କାରଣ ଆପଣ ଜାଣନ୍ତି କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”


Swiv nou:

Piblisite


Piblisite