Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:1 - ପବିତ୍ର ବାଇବଲ

1 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ। ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର।

Gade chapit la Kopi

ଓଡିଆ ବାଇବେଲ

1 ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋ’ ମୁଖର ବାକ୍ୟରେ କର୍ଣ୍ଣପାତ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର।

Gade chapit la Kopi




ଗୀତସଂହିତା 78:1
12 Referans Kwoze  

କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


“ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ଅବଧାନ କର; ହେ ଆମ୍ଭର ଦେଶୀୟ ଲୋକମାନେ, ଆମ୍ଭ କଥାରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଗ୍ଭର ସ୍ଥାପନ କରିବା।


ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?


ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ, ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ। ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର।


“ହେ, ରାଜଗଣ ଶୁଣ, ହେ ଭୂପତି ଗଣ କର୍ଣ୍ଣ ଡେର। ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି। ମୁଁ ସଦାପ୍ରଭୁଙ୍କର ସଙ୍ଗୀତ ରଚନା କରିବି। ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।


ତୁମ୍ଭର ଯଦି କାନ ଅଛି, ତେବେ ଶୁଣ।”


ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।


ସଦାପ୍ରଭୁ ପରମେଶ୍ୱର କହିଛନ୍ତି। ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରନ୍ତି ଏବଂ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ କହନ୍ତି।


ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।


Swiv nou:

Piblisite


Piblisite