ଗୀତସଂହିତା 78:11 - ପବିତ୍ର ବାଇବଲ11 ସେମାନେ ପରମେଶ୍ୱର କରିଥିବା ମହତ କାର୍ଯ୍ୟ ଭୁଲିଗଲେ। ପରମେଶ୍ୱର ସେମାନଙ୍କୁ ଦେଖାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ। Gade chapit laଓଡିଆ ବାଇବେଲ11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲିଗଲେ। Gade chapit la |