Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:3 - ପବିତ୍ର ବାଇବଲ

3 ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ। ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

Gade chapit la Kopi




ଗୀତସଂହିତା 78:3
9 Referans Kwoze  

ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ। ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।


ହଁ, ଆମ୍ଭେମାନେ ତୁମ୍ଭର ଶକ୍ତି ବିଷୟରେ ସେହି ଗଳ୍ପ ସବୁ ଶୁଣିଅଛୁ। କିନ୍ତୁ ଆମ୍ଭେ ପରମେଶ୍ୱରଙ୍କର ଶକ୍ତି ଦେଖିଅଛୁ। ଆମ୍ଭେ ସେହି ପରମେଶ୍ୱରଙ୍କ ନଗରରେ ବାସ କରୁ, ଯେପରି ସୈନ୍ୟାଧିପତି ପରମେଶ୍ୱର ଚିରଦିନ ଲାଗି ସେହି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି। ସେଲା


ସେହି ଦିନ ତୁମ୍ଭେ ପିଲାମାନଙ୍କୁ ନିଶ୍ଚୟ କହିବ, ‘ଆମ୍ଭେ ଏହି ଭୋଜିର ଆୟୋଜନ କରିଛୁ ଯେହେତୁ ସଦାପ୍ରଭୁ ଆମ୍ଭକୁ ମିଶରରୁ ଏହି ଦିନ ମୁକ୍ତ କରିଥିଲେ।’


ମୁଁ ଏପରି କଲି କାରଣ ତୁମ୍ଭେ ତୁମ୍ଭର ଭବିଷ୍ୟଦ୍ ବଂଶଧରମାନଙ୍କୁ କହିବାକୁ ସକ୍ଷମ ହେବ, ମୁଁ କିପରି ମିଶରୀୟମାନଙ୍କୁ ତାଚ୍ଛଲ୍ୟ କଲି ଏବଂ ଅ‌ଦ୍‌ଭୂତ କର୍ମ ବିଷୟରେ କହିପାରିବ ଯାହା ମୁଁ ମିଶରରେ କରିଅଛି। ଏହା ପରେ ତୁମ୍ଭେମାନେ ସମସ୍ତେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ।”


ଆୟୁବ ଉତ୍ତର ଦେଲା, “ଦେଖ ଏସବୁ କଥା ମୁଁ ଆଗରୁ ଦେଖିଛି। ମୁଁ ତୁମ୍ଭର ପ୍ରତ୍ୟେକ କଥା ଶୁଣିଅଛି। ମୁଁ ସେସବୁ କଥା ଶୁଣିଛି ଓ ବୁଝିଛି ମଧ୍ୟ।


ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ, ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।


ମୁଁ ଯେପରି କରୁଅଛି ସେହିପରି ଜୀବିତ ଲୋକେ ତୁମ୍ଭର ପ୍ରଶଂସା କରିବେ। ଜଣେ ପିତା ତା'ର ସନ୍ତାନଗଣଙ୍କୁ ତୁମ୍ଭର ସତ୍ୟତା ଜ୍ଞାନ ବିଶ୍ୱାସ କରାଇବେ।


Swiv nou:

Piblisite


Piblisite