ଗୀତସଂହିତା 78:8 - ପବିତ୍ର ବାଇବଲ8 ଯଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ୱରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତେବେ ସେମାନଙ୍କର ସନ୍ତାନଗଣ ସେମାନଙ୍କର ପୂର୍ବପୁରୁଷଙ୍କ ପରି ହେବେ ନାହିଁ। ସେମାନଙ୍କ ପୂର୍ବପୁରୁଷଗଣ ପରମେଶ୍ୱରଙ୍କ ବିରୁଦ୍ଧରେ ଗଲେ। ଏବଂ ସେମାନେ ତାଙ୍କ ଆଦେଶ ମାନିଲେ ନାହିଁ। ସେମାନଙ୍କର ହୃଦୟ ଦୃଢ଼ ପରମେଶ୍ୱରଙ୍କଠାରେ ସମର୍ପିତ ନ ଥିଲା। ସେମାନଙ୍କର ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ ଓ ସେମାନଙ୍କ ଆତ୍ମା ପରମେଶ୍ଵରଙ୍କ ପ୍ରତି ବିଶ୍ଵସ୍ତ ନ ଥିଲା। Gade chapit laଓଡିଆ ବାଇବେଲ8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। Gade chapit la |