ଗୀତସଂହିତା 78:9 - ପବିତ୍ର ବାଇବଲ9 ଇଫ୍ରୟିମର ଲୋକମାନେ ଅସ୍ତ୍ରଧାରଣ କରିଥିଲେ, ମାତ୍ର ସେମାନେ ଯୁଦ୍ଧ ହେବା ଦିନରେ ପଳାୟନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ। Gade chapit laଓଡିଆ ବାଇବେଲ9 ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ। Gade chapit la |
ଏଥିରେ ଏବଦର ପୁତ୍ର ଗାଲ୍ କହିଲା, “ଆମ୍ଭେ ହେଉଛୁ ଶିଖିମ ନିବାସୀ, ଆମ୍ଭେ କାହିଁକି ଅବୀମେଲକକୁ ମାନିବୁ? ସେ କିଏ? ଆମେ କାହିଁକି ତାକୁ ମାନିବା? ଏହା ସତ୍ୟ ଅବୀମେଲକ୍ ହେଇଛି ଯିରୁବ୍ବାଲ୍ର ପୁତ୍ର, ନୁହେଁ କି? ଏବଂ ଅବୀମେଲକ୍ ସବୂଲକୁ ତା'ର ଅଧିକାରୀ କଲା, ନୁହେଁ କି? ଆମ୍ଭେ ଶିଖିମର ପିତା ହମୋରର ଲୋକମାନଙ୍କର ସେବା କରିବା ଉଚିତ୍। କିନ୍ତୁ ଆମ୍ଭେ କାହିଁକି ଅବୀମେଲକର ସେବା କରିବୁ?