Biblia Todo Logo
Bib sou entènèt

- Piblisite -




ଗୀତସଂହିତା 8:8 - ପବିତ୍ର ବାଇବଲ

8 ଆକାଶର ଉଡ଼ୁଥିବା ପକ୍ଷୀମାନେ ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

Gade chapit la Kopi

ଓଡିଆ ବାଇବେଲ

8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

Gade chapit la Kopi




ଗୀତସଂହିତା 8:8
4 Referans Kwoze  

ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର। ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।


“ଆୟୁବ, ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି? ତୁମ୍ଭେ ସେମାନଙ୍କ ଭୋକିଲା ଶାବକକୁ ଖାଦ୍ୟ ଦିଅ କି?


“ଆୟୁବ, ତୁମ୍ଭେ ବହେମୋତକୁ ଦେଖ। ମୁଁ ପରମେଶ୍ୱର, ସେହି ବହେମୋତକୁ ସୃଷ୍ଟି କରିଛି ଓ ତୁମ୍ଭକୁ ମଧ୍ୟ ମୁଁ ସୃଷ୍ଟି କରିଛି। ବହେମୋତ ଗାଈପରି ଘାସ ଖାଏ।


Swiv nou:

Piblisite


Piblisite