Biblia Todo Logo
Bib sou entènèt

- Piblisite -




ଗୀତସଂହିତା 8:9 - ପବିତ୍ର ବାଇବଲ

9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ।

Gade chapit la Kopi

ଓଡିଆ ବାଇବେଲ

9 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

Gade chapit la Kopi




ଗୀତସଂହିତା 8:9
4 Referans Kwoze  

ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ। ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।


ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।


ଆୟୁବ, “ତୁମ୍ଭେ କ’ଣ ସତରେ ପରମେଶ୍ୱରଙ୍କୁ ବୁଝିଅଛ? ତୁମ୍ଭେ କ’ଣ ସତରେ ସର୍ବଶକ୍ତିମାନ ପ୍ରଭୁଙ୍କର ସୀମା ବୁଝିପାରୁଛ?


“ହେ ଯିଶୁରୁଣ, ପରମେଶ୍ୱରଙ୍କ ପରି ଆଉ କେହି ନାହିଁ। ସେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆକାଶରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।


Swiv nou:

Piblisite


Piblisite