Biblia Todo Logo
Bib sou entènèt

- Piblisite -




ଗୀତସଂହିତା 80:2 - ପବିତ୍ର ବାଇବଲ

2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ; ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଇଫ୍ରୟିମ ଓ ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।

Gade chapit la Kopi

ଓଡିଆ ବାଇବେଲ

2 ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।

Gade chapit la Kopi




ଗୀତସଂହିତା 80:2
14 Referans Kwoze  

ହେ ସଦାପ୍ରଭୁ, ଜାଗ୍ରତ ହୁଅ, ଉଠ। ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।


ସେତେବେଳେ ଲୋକେ ଏହି କଥା କହିବେ, “ଏହି ଆମ୍ଭର ପରମେଶ୍ୱର ଯାହାଙ୍କୁ ଆମ୍ଭେମାନେ ବହୁତ ସମୟ ଧରି ଅପେକ୍ଷା କରିଅଛୁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣରେ ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରିବୁ, ଯେତେବେଳେ ସେ ଆମ୍ଭକୁ ରକ୍ଷା କରନ୍ତି।”


କିନ୍ତୁ ପରମେଶ୍ୱର ସ୍ନେହଶୀଳ ଥିଲେ ଓ ସେମାନଙ୍କର ପାପଗୁଡ଼ିକ କ୍ଷମା କଲେ, ସେମାନଙ୍କୁ ଧ୍ୱଂସ କଲେ ନାହିଁ। ପରମେଶ୍ୱର ତାଙ୍କର କ୍ରୋଧକୁ ଅନେକ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କ୍ରୋଧ ହେବାରେ ନିୟନ୍ତ୍ରଣ କରି ନ ଥିଲେ।


ଆଉ ଆମ୍ଭେ ଯେତେବେଳେ ତୁମ୍ଭକୁ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭେ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।


ତା'ପରେ ସେମାନେ ଲୋକମାନଙ୍କୁ ଶୀଲୋକୁ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ। ସିନ୍ଦୁକର ଉପରେ କିରୂବ ଦୂତଗଣ ଥିଲେ। ସେମାନେ ପରମେଶ୍ୱରଙ୍କ ସିଂହାସନ ପରି ଏଲିଙ୍କର ଦୁଇପୁତ୍ର ହ‌ଫ୍‌ନି ଓ ପୀନହସ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଆସିଲେ।


ତତ୍ପରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକକୁ ଯଥା ସ୍ଥାନରେ ଅର୍ଥାତ୍ ମନ୍ଦିରର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୁବମାନଙ୍କ ପକ୍ଷତଳେ ରଖିଲେ।


ହିଜକିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ହେ କିରୁବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ କେବଳ ଏ ସମଗ୍ର ବିଶ୍ୱର ପରମେଶ୍ୱର ଅଟ। ଆଉ ମଧ୍ୟ ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ପରମ ସୌନ୍ଦର୍ଯ୍ୟମୟୀ ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ। ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।


ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।


Swiv nou:

Piblisite


Piblisite