Biblia Todo Logo
Bib sou entènèt

- Piblisite -




ଗୀତସଂହିତା 80:3 - ପବିତ୍ର ବାଇବଲ

3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର। ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।

Gade chapit la Kopi

ଓଡିଆ ବାଇବେଲ

3 ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।

Gade chapit la Kopi




ଗୀତସଂହିତା 80:3
12 Referans Kwoze  

ହେ ସଦାପ୍ରଭୁ! ଆମ୍ଭମାନଙ୍କୁ ତୁମ୍ଭ ନିକଟକୁ ଫେରାଇ ନିଅ। ତହିଁରେ ଆମ୍ଭେମାନେ ଆନନ୍ଦର ସହିତ ତୁମ୍ଭ ନିକଟକୁ ଫେରି ଆସିବୁ। ପୂର୍ବକାଳ ପରି ଆମ୍ଭର ଜୀବନକୁ ନୂତନ କର।


ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।


ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର, ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।


ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର। ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।


ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ? ହେ ସଦାପ୍ରଭୁ, ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।”


ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାର ଉତ୍ତର ଦିଅ। ଆଉ ଏହି ଲୋକମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସଦାପ୍ରଭୁ, ପରମେଶ୍ୱର, ତାହାହେଲେ ସେମାନେ ସର୍ବାନ୍ତଃକରଣରେ ଜାଣିବେ ଯେ ତୁମ୍ଭେ ସେମାନଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିଅଛ।”


ହେ ସଦାପ୍ରଭୁ, ତୁମ୍ଭର ଦାସକୁ ଗ୍ରହଣ କର। ଏବଂ ତୁମ୍ଭର ବ୍ୟବସ୍ଥାମାନ ମୋତେ ଶିକ୍ଷା ଦିଅ।


ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।


ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ। ସେଲା


ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ୟାଖ୍ୟାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।


Swiv nou:

Piblisite


Piblisite