ଗୀତସଂହିତା 80:4 - ପବିତ୍ର ବାଇବଲ4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ? କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ? Gade chapit laପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ? Gade chapit laଓଡିଆ ବାଇବେଲ4 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ? Gade chapit la |
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।