Biblia Todo Logo
Bib sou entènèt

- Piblisite -




ଗୀତସଂହିତା 80:8 - ପବିତ୍ର ବାଇବଲ

8 ତୁମ୍ଭେ ମିଶରରୁ ଗୋଟିଏ “ଦ୍ରାକ୍ଷାଲତା” ଆଣିଲ। ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।

Gade chapit la Kopi




ଗୀତସଂହିତା 80:8
16 Referans Kwoze  

ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତେବେ ତୁମ୍ଭେ କାହିଁକି ବନ୍ୟ ଦ୍ରାକ୍ଷାଲତା ହେଲ?


ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ। ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ। ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।


ତା'ପରେ ତାହା ବଢ଼ି ଦ୍ରାକ୍ଷାଲତା ହେଲା। ଏହା ଏକ ବିସ୍ତୃତ ଅଞ୍ଚଳକୁ ବ୍ୟାପିଲା। ଏହାର ଶାଖାସବୁ ଓ ତହିଁର ମୂଳ ବଢ଼ିଲା। ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖା ବିଶିଷ୍ଟ ଓ ପଲ୍ଲବିତ ହେଲା।


ଅନେକ ମେଷପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି। ସେମାନେ ଆମ୍ଭର ଭୂମିକୁ ପଦଦଳିତ କରିଅଛନ୍ତି। ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସକରି ପ୍ରାନ୍ତରରେ ପରିଣତ କରିଅଛନ୍ତି।


ଆମ୍ଭର ପୂର୍ବପୁରୁଷମାନେ ସେହି ପବିତ୍ର ତମ୍ବୁ ସାଙ୍ଗରେ ଆଣିଥିଲେ। ସେହି ସମୟରେ ଯିହୋଶୂୟଙ୍କ ନେତୃତ୍ୱରେ ସେମାନେ ଅନ୍ୟଜାତି ଗଣର ଦେଶ ଅଧିକାର କରି ନେଇଥିଲେ। ଏହି ଜାତିମାନଙ୍କୁ ଆମ୍ଭ ପୂର୍ବପୁରୁଷମାନଙ୍କ ସାମନାରେ ବାହାର କରିଦେଲେ। ତମ୍ବୁଟି ଦାଉଦଙ୍କ ସମୟ ପର୍ଯ୍ୟନ୍ତ ଥିଲା।


“‘ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା। ଅଗାଧ ଜଳ ଯୋଗୁଁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।


ସଦାପ୍ରଭୁ ମୋର ପ୍ରଭୁ କହନ୍ତି: “ବନର ସମସ୍ତ ବୃକ୍ଷ ମଧ୍ୟରୁ ମୋର ଜାଳେଣି ପାଇଁ ଦ୍ରାକ୍ଷା କାଠ ଅଛି। ମୁଁ ଯିରୁଶାଲମ ନିବାସୀମାନଙ୍କୁ ଏହିପରି କରିବି।


ପରମେଶ୍ୱର ଅନ୍ୟ ଜାତିମାନଙ୍କୁ ସେହି ଭୂମିରୁ ବିତାଡ଼ିତ କଲେ। ପରମେଶ୍ୱର ସେହି ଭୂମିରୁ ପ୍ରତ୍ୟେକଙ୍କୁ ତାଙ୍କର ଅଂଶ ଦେଲେ। ସେ ଇସ୍ରାଏଲର ପରିବାରବର୍ଗକୁ ସେମାନଙ୍କ ତମ୍ବୁରେ ରହିବାକୁ ଦେଲେ।


“ସୀଦୋନୀୟ ଲୋକମାନେ ଯେଉଁ ଦେଶରେ ବାସ କରୁଛନ୍ତି, ଲିବାନୋ‌ନ୍‌ଠାରୁ ମିଷ୍ରଫୋ‌‌‌ତ୍‌‌‌ମୟିମ ପର୍ଯ୍ୟନ୍ତ ଦେଶରେ କିନ୍ତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବୁ। ତୁମ୍ଭେ ମୋ’ ଆଜ୍ଞାନୁସାରେ ସେହି ଦେଶ ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।


ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ତୁମ୍ଭେ ମୋତେ ନିରାଶ କରିବ ନାହିଁ। ଦୁଷ୍ଟ ଲୋକମାନେ ନିରାଶ ହେବେ। ସେମାନେ ନୀରବରେ କବରକୁ ଯିବେ।


ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ୟା ଦେଇଛ। ଆମ୍ଭେ ମଦ୍ୟପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।


Swiv nou:

Piblisite


Piblisite