ଗୀତସଂହିତା 80:9 - ପବିତ୍ର ବାଇବଲ9 ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ। ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା। “ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶଯାକ ବ୍ୟାପିଗଲା। Gade chapit laଓଡିଆ ବାଇବେଲ9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା। Gade chapit la |
ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ।