Biblia Todo Logo
Bib sou entènèt

- Piblisite -




ଗୀତସଂହିତା 81:13 - ପବିତ୍ର ବାଇବଲ

13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆହା, ଯେବେ ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେଣ! ଯେବେ ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା !

Gade chapit la Kopi

ଓଡିଆ ବାଇବେଲ

13 ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!

Gade chapit la Kopi




ଗୀତସଂହିତା 81:13
8 Referans Kwoze  

ତୁମ୍ଭେ ଯଦି ଆମ୍ଭର ଆଜ୍ଞା ପାଳନ କରିଥା’ନ୍ତ, ତେବେ ତୁମ୍ଭର ଶାନ୍ତି ନଦୀତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ତୁମ୍ଭ ନିକଟକୁ ଆସିଥା’ନ୍ତା।


ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ।


“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।


ଯଦି ସେମାନେ ବୁଦ୍ଧିଆ ହୁଅନ୍ତେ, ସେମାନେ ବୁଝିପାରନ୍ତେ, ସେମାନେ ଜାଣିପାରନ୍ତେ କ’ଣ ଘଟିବାକୁ ଯାଉଛି ସେମାନଙ୍କ ପାଇଁ।


ନିର୍ବୋଧଲୋକମାନେ ନିର୍ବୋଧ ଜୀବନଶୈଳିରେ ପରିଗ୍ଭଳିତ ହୁଅନ୍ତି, ଯାହା ସେମାନଙ୍କୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସେମାନେ ଧ୍ୱଂସ ପାଇବେ।


“ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସେମାନେ ସେଥିପ୍ରତି ଧ୍ୟାନ ଦେଲେ ନାହିଁ। ସେମାନେ ଅବାଧ୍ୟ ହୋଇ ନିଜ ନିଜ ମନ୍ତ୍ରଣାରେ ଗ୍ଭଳିତ ହେଲେ। ସେମାନେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚା‌ତ୍‌ବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।


Swiv nou:

Piblisite


Piblisite