ଗୀତସଂହିତା 81:14 - ପବିତ୍ର ବାଇବଲ14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା। ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। Gade chapit laଓଡିଆ ବାଇବେଲ14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। Gade chapit la |
ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଓ ଘଉଡ଼ାଇ ଦେବାରେ ତୁମ୍ଭର ପକ୍ଷ ହେବେ ନାହିଁ। ଏହି ଲୋକମାନେ ତୁମ୍ଭ ପାଇଁ ଏକ ଫାଶ ପରି ହେବେ। ସେମାନେ ତୁମ୍ଭ ପିଠି ପାଇଁ ଗ୍ଭବୁକ୍ ପରି ଓ ତୁମ୍ଭ ଆଖି ପାଇଁ କଣ୍ଟା ପରି ହେବେ। ଯେପର୍ଯ୍ୟନ୍ତ ତୁମ୍ଭେ ସେହି ଉତ୍ତମ ଦେଶ ଛାଡ଼ିବା ପାଇଁ ବାଧ୍ୟ ନ ହୋଇଛ, ଯାହା ସଦାପ୍ରଭୁ ତୁମ୍ଭଙ୍କୁ ଦେଇଥିଲେ।