ଗୀତସଂହିତା 81:15 - ପବିତ୍ର ବାଇବଲ15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ। ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ଵୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା। Gade chapit laଓଡିଆ ବାଇବେଲ15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା। Gade chapit la |
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।