ଗୀତସଂହିତା 81:2 - ପବିତ୍ର ବାଇବଲ2 ଗୀତ ଆରମ୍ଭ କର ଓ ଦାରା ବଜାଅ, ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ। Gade chapit laଓଡିଆ ବାଇବେଲ2 ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ। Gade chapit la |
ତୂରୀ ବାଦକ ଓ ଗାୟକ ଲୋକମାନେ ଜଣେ ବ୍ୟକ୍ତି ତୁଲ୍ୟ ଥିଲେ। ଯେତେବେଳେ ସଦାପ୍ରଭୁଙ୍କର ପ୍ରଶଂସା ଓ ଧନ୍ୟବାଦ ଗାନ କରାଗଲା ସେମାନେ ଏକ ଶବ୍ଦ କଲେ। ସେମାନେ ତୂରୀ, ଗିନି ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱର କଲେ। ସେମାନେ ଏହି ଗୀତ ଗାଇ ସଦାପ୍ରଭୁଙ୍କର ପ୍ରଶଂସା କଲେ, “କାରଣ ସେ ମଙ୍ଗଳମୟ। ତାଙ୍କର ସତ୍ୟ ପ୍ରେମ ଅନନ୍ତକାଳସ୍ଥାୟୀ ଅଟେ।” ଏହା ପରେ, ସଦାପ୍ରଭୁଙ୍କ ମନ୍ଦିର ମେଘ ଦ୍ୱାରା ପୂର୍ଣ୍ଣ ହେଲା।