ଗୀତସଂହିତା 81:9 - ପବିତ୍ର ବାଇବଲ9 ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ। ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ। Gade chapit laଓଡିଆ ବାଇବେଲ9 ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ। Gade chapit la |