Biblia Todo Logo
Bib sou entènèt

- Piblisite -




ଗୀତସଂହିତା 82:7 - ପବିତ୍ର ବାଇବଲ

7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ। ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।

Gade chapit la Kopi

ଓଡିଆ ବାଇବେଲ

7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”

Gade chapit la Kopi




ଗୀତସଂହିତା 82:7
5 Referans Kwoze  

“ଆଉ ଜଳରାଶିର ନିକଟବର୍ତ୍ତୀ କୌଣସି ବୃକ୍ଷ ଆପଣା ଦୀର୍ଘତା ଯୋଗୁଁ ଗର୍ବିତ ହେବ ନାହିଁ ଓ ସେମାନେ ମେଘଗୁଡ଼ିକୁ ଛୁଇଁବା ପାଇଁ ଚେଷ୍ଟା କରିବେ ନାହିଁ। ଆଉ ଜଳ ସେଚିତ ବୃକ୍ଷସବୁ କିପରି ସେମାନେ ଡେଙ୍ଗା ହେବେ, ଏ ବିଷୟରେ ଅହଂକାର କରିବେ ନାହିଁ। କାରଣ ସେମାନଙ୍କ ମଧ୍ୟରୁ ସମସ୍ତେ ମୃତ୍ୟୁ ଅବଶ୍ୟମ୍ଭାବିତ ଅଟେ, ପୃଥିବୀ ତଳକୁ ଯିବାକୁ ଠିକ୍ ଲୋକମାନେ କବରକୁ ଗଲାପରି। ସେମାନେ ଅନ୍ୟମାନଙ୍କୁ ଯୋଗ ଦେବେ, ଯିଏ ପୂର୍ବରୁ ଗର୍ତ୍ତ ଭିତରକୁ ଯାଇଥିଲେ।”


ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି। କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ। ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।


ତଥାପି ଦୁଷ୍ଟ ବ୍ୟକ୍ତି କବରକୁ ବୁହାଯିବ ଓ ତାକୁ ପ୍ରହରୀ ଜଗିବେ।


ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗଙ୍କୁ ଓରେବ୍, ସେବର, ସେବହ ଓ ସ‌ଲ୍‌ମୁ‌ନ୍‌କୁ ପରାସ୍ତ କଲା ପରି ପରାସ୍ତ କର।


ତୁମ୍ଭେ କ’ଣ ତୁମ୍ଭ ଯାଜକ ସମ୍ମୁଖରେ “ମୁଁ ପରମେଶ୍ୱର” ବୋଲି କହିବ? କିନ୍ତୁ ତୁମ୍ଭେ ନିଜ ଘାତକ ନିକଟରେ ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହଁ।


Swiv nou:

Piblisite


Piblisite