ଗୀତସଂହିତା 83:12 - ପବିତ୍ର ବାଇବଲ12 ସେହି ନେତାମାନେ କହିଲେ, “ସେମାନେ ତୁମ୍ଭର ଭୂମି ଛାଡ଼ିବା ପାଇଁ ଆମ୍ଭକୁ ବାଧ୍ୟ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ସେମାନେ କହିଲେ, ଆସ, ଆମ୍ଭେମାନେ ପରମେଶ୍ଵରଙ୍କ ନିବାସସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ। Gade chapit laଓଡିଆ ବାଇବେଲ12 ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।” Gade chapit la |
ଇଫ୍ରୟିମର ଲୋକମାନେ ମିଦିୟନର ଦୁଇ ନେତୃବର୍ଗଙ୍କୁ ଅକ୍ତିଆର କଲେ। ସେମାନେ ସେବ୍ ଓ ଓରେବ୍ ଥିଲେ। ଇଫ୍ରୟିମ ଲୋକମାନେ ଓରେବଙ୍କୁ, ଓରେବ୍-ଶୈଳ ନିକଟରେ ହତ୍ୟା କଲେ। ସେମାନେ ସେବକୁ ସେବର ଦ୍ରାକ୍ଷାକୁଣ୍ଡ ନିକଟରେ ହତ୍ୟା କଲେ। ସେମାନେ ମିଦିୟନୀୟକୁ ନିରନ୍ତର ଘଉଡ଼ାଇବାକୁ ଲାଗିଲେ ଏବଂ ସେ ଓରେବ୍ ଓ ସେବର ମସ୍ତକକୁ ଗିଦିୟୋନ ନିକଟକୁ ଆଣିଲେ। ସେହି ସମୟରେ ଗିଦିୟୋନ ଯର୍ଦ୍ଦନ ନଦୀର ଆର ପାରିରେ ଥିଲେ।