Biblia Todo Logo
Bib sou entènèt

- Piblisite -




ଗୀତସଂହିତା 83:8 - ପବିତ୍ର ବାଇବଲ

8 ଏପରିକି ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଛନ୍ତି। ସେମାନେ ଲୋଟ-ସନ୍ତାନଗଣଙ୍କୁ ବହୁତ ଶକ୍ତିଶାଳୀ କରିଅଛନ୍ତି। ସେଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟ-ସନ୍ତାନଗଣର ସାହାଯ୍ୟ କରିଅଛନ୍ତି। [ସେଲା

Gade chapit la Kopi

ଓଡିଆ ବାଇବେଲ

8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। [ସେଲା]

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। [ସେଲା]

Gade chapit la Kopi




ଗୀତସଂହିତା 83:8
7 Referans Kwoze  

“ସଦାପ୍ରଭୁ ମୋତେ କହିଲେ, ‘ମୋୟାବର ଲୋକମାନଙ୍କର କ୍ଷତି କର ନାହିଁ। ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କର ନାହିଁ। ମୁଁ ସେମାନଙ୍କର କୌଣସି ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। ସେମାନେ ଲୋଟର ଭବିଷ୍ୟଦ୍ ବଂଶଧର। ମୁଁ ସେମାନଙ୍କୁ ଆର ନଗର ସେମାନଙ୍କର ବଂଶଧର ରୂପେ ଦେଇଅଛି।‌’”


ସେତେବେଳେ ଲୋକମାନେ କହିବେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର। ଆମ୍ଭେମାନେ ତୁମ୍ଭର ଅନୁଗ୍ରହକୁ ଅପେକ୍ଷା କରିଛୁ। ହେ ସଦାପ୍ରଭୁ, ପ୍ରତି ପ୍ରଭାତରେ ତୁମ୍ଭେ ଆମ୍ଭମାନଙ୍କର ବାହୁସ୍ୱରୂପ ହୁଅ। ସଙ୍କଟ ସମୟରେ ଆମ୍ଭମାନଙ୍କର ତ୍ରାଣକର୍ତ୍ତା ହୁଅ।


ଅଶୂରର ରାଜା ପୂଲ୍ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବାରୁ ମନହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1,000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ୟ ସୁଦୃଢ଼ କରିବାକୁ ତାଙ୍କୁ ସାହାଯ୍ୟ କରିବେ।


ସେହି ଯ‌କ୍‌ଷନ୍ ଶିବା ଓ ଦଦାନକୁ ଜନ୍ମ ଦେଲା। ଦଦାନର ପୁତ୍ରମାନେ ହେଲେ, ଅଶୂରୀୟ, ଲଟୂଶୀୟ ଓ ଲିୟମ୍ମୀୟ।


ସେହି ଦେଶରୁ ଅଗ୍ରିୟା ବାହାରି ନୀନିବୀ ରହୋବୋତ୍ ପୁରୀ ଓ କେଲହ


ଗବାଲର ପ୍ରାଚୀନବର୍ଗ ମୁଖ୍ୟ ଓ ଜ୍ଞାନୀମାନେ ଜାହାଜର ପାଣିରୁଦ୍ଧ କାଠପଟା ତିଆରି କରି ନେଇ ଅନ୍ୟମାନଙ୍କୁ ସାହାଯ୍ୟ କଲେ। ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ତୁମ୍ଭ ସହିତ ବାଣିଜ୍ୟ କରିବା ପାଇଁ ଆସିଲେ।’


Swiv nou:

Piblisite


Piblisite