ଗୀତସଂହିତା 85:8 - ପବିତ୍ର ବାଇବଲ8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ପରମେଶ୍ଵର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। Gade chapit laଓଡିଆ ବାଇବେଲ8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। Gade chapit la |
ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ।