ଗୀତସଂହିତା 86:2 - ପବିତ୍ର ବାଇବଲ2 ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର! ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର। ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ଵରପରାୟଣ; ହେ ମୋହର ପରମେଶ୍ଵର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର। Gade chapit laଓଡିଆ ବାଇବେଲ2 ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର। Gade chapit la |