ଗୀତସଂହିତା 9:10 - ପବିତ୍ର ବାଇବଲ10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସେମାନେ ତୁମ୍ଭକୁ ବିଶ୍ୱାସ କରିବେ। ହେ ସଦାପ୍ରଭୁ, ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ। Gade chapit laଓଡିଆ ବାଇବେଲ10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।