ଗୀତସଂହିତା 9:11 - ପବିତ୍ର ବାଇବଲ11 ହେ ସିୟୋନ ନିବାସୀ, ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର। ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର। Gade chapit laପବିତ୍ର ବାଇବଲ (Re-edited) - (BSI)11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। Gade chapit laଓଡିଆ ବାଇବେଲ11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। Gade chapit la |