Biblia Todo Logo
Bib sou entènèt

- Piblisite -




ଗୀତସଂହିତା 9:7 - ପବିତ୍ର ବାଇବଲ

7 କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ୟମାନ, ସେ ତାହାଙ୍କର ରାଜ୍ୟକୁ ଶକ୍ତିଶାଳୀ କରନ୍ତି। ସେ ଏହି ପୃଥିବୀର ମଙ୍ଗଳ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।

Gade chapit la Kopi




ଗୀତସଂହିତା 9:7
10 Referans Kwoze  

ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ।


ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।


ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।


ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି ଏବଂ ସେ ସବୁଆଡ଼େ ଶାସନ କରନ୍ତି।


କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।


ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ। ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।


ହେ ପରମେଶ୍ୱର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ୱର ଥିଲ। ତୁମ୍ଭେ ଚିରକାଳ ପରମେଶ୍ୱର ହୋଇ ରହିବ।


Swiv nou:

Piblisite


Piblisite