ଗୀତସଂହିତା 9:9 - ପବିତ୍ର ବାଇବଲ9 କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି। ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; Gade chapit laଓଡିଆ ବାଇବେଲ9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; Gade chapit la |
“ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ।
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।