Biblia Todo Logo
Bib sou entènèt

- Piblisite -




ଗୀତସଂହିତା 92:8 - ପବିତ୍ର ବାଇବଲ

8 କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।

Gade chapit la Kopi




ଗୀତସଂହିତା 92:8
13 Referans Kwoze  

ଏହା ପରେ ସେମାନେ ଜାଣିବେ ଯେ, ଯାହାର ନାମ ଯିହୋବାଃ, ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ୱର ଅଟ।


ରାଜା ହେରୋଦ ସେ ସମୟରେ ମଣ୍ଡଳୀରେ କେତେକ ଲୋକଙ୍କ ଉପରେ ଅତ୍ୟାଗ୍ଭର କରିବା ଆରମ୍ଭ କରିଦେଲେ।


କେତେକ ଦେଶରେ ଯଦି ତୁମ୍ଭେମାନେ ଦେଖ ଯେ, ଲୋକମାନେ ଅତ୍ୟାଗ୍ଭର କଲେ ଓ ନ୍ୟାୟ ବିଗ୍ଭରକୁ ଅସ୍ୱୀକାର କଲେ, ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ୟାଗ୍ଭର କରନ୍ତି, ସେମାନଙ୍କ ଉପରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।


ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।


ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ, ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।


ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦେବତାଗଣଠାରୁ ମହାନ୍। ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ୱର କ’ଣ କଲେ!”


ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।


ଶେଷରେ, ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗଲି ଓ ସେମାନଙ୍କ ପ୍ରତି କ’ଣ ଘଟିବ ବୁଝି ପାରିଲି।


ହେ ପରମେଶ୍ୱର, ତୁମ୍ଭେ ନିଶ୍ଚିତରେ ସେହି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସେମାନଙ୍କୁ ଧ୍ୱଂସ ମୁଖକୁ ପେଲି ଦିଅ।


ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


Swiv nou:

Piblisite


Piblisite