ଗୀତସଂହିତା 96:10 - ପବିତ୍ର ବାଇବଲ10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା! ପୃଥିବୀ ସୁସ୍ଥିର ରହିବ। ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ। Gade chapit laଓଡିଆ ବାଇବେଲ10 “ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।” Gade chapit la |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।