ଗୀତସଂହିତା 96:8 - ପବିତ୍ର ବାଇବଲ8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। Gade chapit laଓଡିଆ ବାଇବେଲ8 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। Gade chapit la |
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।