ଗୀତସଂହିତା 99:3 - ପବିତ୍ର ବାଇବଲ3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। Gade chapit laଓଡିଆ ବାଇବେଲ3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। Gade chapit la |
କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର, ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ। ଅଶୂରୀୟ ରାଜଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଳେଶ ଘଟିଅଛି, ତାହା ସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।